ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ରାଜ୍ୟ ସଭା ଏମ୍ପି ଭାବେ ଶପଥ ନେଇଛନ୍ତି ସସ୍ମିତ୍ ପାତ୍ର। ସେ ଦ୍ବିତୀୟ ଥର ଭାବେ ଶପଥ ନେଇଛନ୍ତି। ରାଜ୍ୟ ସଭା ଅଧ୍ୟକ୍ଷ ଭେଙ୍କାୟା ନାଇଡୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ରାଜ୍ୟ ସଭା ନିର୍ବାଚନ ପାଇଁ ଖାଲି ପଡ଼ିଥିବା ୩ଟି ଆସନରେ ବିଜେଡିରୁ ମାନସ ମଙ୍ଗରାଜ, ସୁଲତା ଦେଓ ଓ ସସ୍ମିତ ପାତ୍ର ନିର୍ବାଚିତ ହୋଇଥିଲେ। ପୂର୍ବରୁ ମାନସ ମଙ୍ଗରାଜ ଓ ସୁଲତା ଦେଓ ରାଜ୍ୟ ସଭା ସଦସ୍ୟ ଭାବେ ଶପଥ ନେଇସାରିଥିବା ବେଳେ ଆଜି ସସ୍ମିତ୍ ପତ୍ର ଶପଥ ନେଇଛନ୍ତି।






More Stories
ପୁଣି ୨ ଅଭିଯୁକ୍ତଙ୍କୁ ଏନ୍କାଉଣ୍ଟର…..
ସିଧା ଏନକାଉଣ୍ଟର…..
OERC ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ପ୍ରଦୀପ ଜେନା…..