ରିପୋର୍ଟ କାର୍ଡ / ପୁରୀ
ଆଜି ଶ୍ରୀମନ୍ଦିରେ ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଶ୍ରାବଣ କୃଷ୍ଣ ସପ୍ତମୀ ତିଥିରେ ଶ୍ରୀଜୀଉଙ୍କ ‘ବନକଲାଗି’ ବା’ ଶ୍ରୀମୁଖ ଶୃଙ୍ଗାର କରାଯିବ । ଦ୍ୱିତୀୟ ଭୋଗମଣ୍ଡପ ପରେ ବନକଲାଗି ନୀତି ଅନୁଷ୍ଠିତ ହେବ । ସେଥିପାଇଁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ସଂଧ୍ୟା ୫ ଟାରୁ ରାତି ୧୦ଟା ଯାଏ ବନ୍ଦ ରହିବ ସାଧାରଣ ଦର୍ଶନ । ଶ୍ରୀମନ୍ଦିର କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।






More Stories
ନିଲମ୍ବିତ ହେଲେ ପୂର୍ବତନ ବିଧାୟକଙ୍କ ସ୍ବାମୀ…..
୯ ଯୁବ IASଙ୍କୁ ମିଳିଲା ନୂଆ ଦାୟିତ୍ୱ…..
ପ୍ରବଳ ବର୍ଷା ସମ୍ଭାବନା…..