ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗୱନ୍ତ ମାନ୍ ହସପିଟାଲରେ ଭର୍ତ୍ତି ହୋଇଛନ୍ତି। ଦିଲ୍ଲୀର ଆପଲୋ ହସପିଟାଲରେ ସେ ଭର୍ତ୍ତି ହୋଇଥିବା ସୂଚନା ମିଳିଛି । ଅସୁସ୍ଥତା କାରଣରୁ ସେ ଭର୍ତ୍ତି ହୋଇଥିବା ଜଣାପଡ଼ଛି। ଡାଇଗ୍ନୋସିସ ପରେ ଭଗୱନ୍ତଙ୍କ ପାକସ୍ତଳୀରେ ସଂକ୍ରମିତ ହୋଇଥିବା ସୂଚନା ମିଳିଛି। ଏବେ ସେ ଚିକିତ୍ସାଧୀନ ଅଛନ୍ତି। ଅନ୍ୟପଟେ ପଞ୍ଜାବର ଦିବଙ୍ଗତ ଗାୟକ ସିଦ୍ଧୁ ମୁସେୱାଲାଙ୍କ ହତ୍ୟାକାରୀଙ୍କୁ ଏନକାଉଣ୍ଟର ପରେ ପଞ୍ଜାବ ପୁଲିସକୁ ଶୁଭେଚ୍ଛା ଜଣାଇଛନ୍ତି ମାନ୍।






More Stories
ମୋତେ ଚୁପ୍ କରିବା ପାଇଁ ହେଲେ ହତ୍ୟା କରିବାକୁ ପଡ଼ିବ…..
ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ବାଜିଲା ବିଗୁଲ୍…..
ମମତାଙ୍କୁ ହାଇକୋର୍ଟରୁ ମିଳିଲା ବଡ଼ ଆଶ୍ବସ୍ତି…..