ରିପୋର୍ଟ କାର୍ଡ / ପୁରୀ
ପୁରୀ ମାର୍କଣ୍ଡେଶ୍ୱର ବାସେଳୀ ସାହିର ନୋଳିଆ ସାହିରୁ ଆଜି ୨୬୭ ଗ୍ରାମ ବ୍ରାଉନସୁଗାର ଜବତ ହୋଇଛି | ଚଢାଉ ବେଳେ ୮ ଜଣଙ୍କୁ ଗିରଫ କରାଯାଇଛି। ଗିରଫଙ୍କ ମଧ୍ୟରେ ୩ ଜଣ ପୁରୁଷ ଓ ୫ ଜଣ ମହିଳା ରହିଛନ୍ତି। ବାସେଳୀ ସାହି ଥାନା ପୋଲିସ ଓ ସ୍ୱତନ୍ତ୍ର ସ୍କ୍ୱାର୍ଡ ମିଳିତ ଚଢାଉରେ ଅଭିଯୁକ୍ତଙ୍କୁ ଗିରଫ କରି ସେମାନଙ୍କଠାରୁ ବ୍ରାଉନସୁଗାର ଜବତ ହୋଇଛି । ଜବତ ଧଳାଜହର ଆନୁମାନିକ ମୂଲ୍ୟ ପ୍ରାୟ ୨୬ ଲକ୍ଷ ଟଙ୍କା ହେବ । ସେମାନଙ୍କ ନିକଟରୁ ୫ଟି ମୋବାଇଲ ସହ ନଗଦ ୩୫ ହଜାର ଟଙ୍କା ଜବତ ହୋଇଛି |






More Stories
ଡିଏଭି କଳିଙ୍ଗନଗରରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ….
ରାଜଧାନୀରେ ବନ୍ଧୁକ ମୁନରେ ଦୁଷ୍କର୍ମ !….
ଏ.ସି.ଏଫ୍. ସୌମ୍ୟରଂଜନ ମୃତ୍ୟୁ ମାମଲା: ରୋଷେୟା ଗିରଫ….