ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ପ୍ରକାଶ ପାଇଲା ସିବିଏସଇ ଦଶମ ରେଜଲ୍ଟ.| ଏହାପୂର୍ବରୁ ସକାଳେ ଦ୍ୱାଦଶ ରେଜଲ୍ଟ ବାହାରିଥିଲା । ତେବେ ଯେଉଁ ଛାତ୍ରଛାତ୍ରୀମାନେ ଦଶମ ପରୀକ୍ଷା ଦେଇଛନ୍ତି ସେମାନେ cbseresults.nic.inରେ ନିଜର ଫଳ ଜାଣିପାରିବେ । ପରୀକ୍ଷା ଦେଇଥିବା ପ୍ରାୟ ୨୧ ଲକ୍ଷ ଛାତ୍ରଛାତ୍ରୀଙ୍କ ରେଜଲ୍ଟ ପ୍ରକାଶ ପାଇଛି । ତେବେ ଚଳିତବର୍ଷ ପାସ୍ ହାର ରହିଛି ୯୪.୪ %।ରେଜଲ୍ଟ ଜାଣିବାକୁ ପ୍ରଥମେ ଛାତ୍ରଛାତ୍ରୀଙ୍କୁ ଓ୍ୱେବସାଇଟ୍ ଲଗଇନ୍ କରିବାକୁ ହେବ । ଏହାପରେ ରୋଲ ନମ୍ବର ଓ ଜନ୍ମ ତାରିଖ ଦେଇ ସାଇନ ଅପ୍ କରିବାକୁ ହେବ । ଏହା ପରେ ରେଜଲ୍ଟ ପ୍ରଦର୍ଶିତ ହେବ ।






More Stories
ପୁଣି ଆନ୍ଦୋଳନକୁ ଓହ୍ଲାଇବ CJP…..
ସୁପ୍ରିମକୋର୍ଟ ବିଚାରପତି ସଂଖ୍ୟା ବୃଦ୍ଧି ବିଲ୍ ଗୃହୀତ…..
ଚକୋଲେଟ୍ ବାଣ୍ଟିଲେ ରାଷ୍ଟ୍ରପତି……