ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜିଠାରୁ୪ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନବନିର୍ବାଚିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଶପଥ ଗ୍ରହଣ ଉତ୍ସବରେ ମୁଖ୍ୟମନ୍ତ୍ରୀ ଯୋଗ ଦେବେ | ଆସନ୍ତା ୨୫ ତାରିଖରେ ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ଭାବେ ଶପଥଗ୍ରହଣ କରିବେ । ଗତକାଲି ମୁଖ୍ୟମନ୍ତ୍ରୀ ଦ୍ରୌପଦୀ ମୁର୍ମୁଙ୍କ ସହ କଥା ହେବା ସହ ତାଙ୍କୁ ଶୁଭେଚ୍ଛା ଜଣାଇଥିଲେ । ଆଉ ଆଜି ସେଥିଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦିଲ୍ଲୀ ଗସ୍ତ କରିବେ । ଏହି ଗସ୍ତ ସମୟରେ ରାଜ୍ୟର ବିଭିନ୍ନ ପ୍ରସଙ୍ଗରେ କେନ୍ଦ୍ରୀୟ ମନ୍ତ୍ରୀ ମାନଙ୍କ ସହ ନବୀନ ଆଲୋଚନା କରିବେ ବୋଲି ଜଣାପଡିଛି ।






More Stories
୨୦୧ କନ୍ୟାଦାନକଲେ ମୁଖ୍ୟମନ୍ତ୍ରୀ, ନବଦମ୍ପତିଙ୍କୁ ଆଶୀର୍ବାଦ ଦେଇ କହିଲେ…..
ମା’ ବିରଜାଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି…..
ଶୁଭାରମ୍ଭ ହେବ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା…..