ରିପୋର୍ଟ କାର୍ଡ / ଭୁବନେଶ୍ବର
ବାହୁବଳୀ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ମିଳିଛି ସର୍ତ୍ତମୂଳକ ଜାମିନ୍ । ଆଜି ସୁପ୍ରିମକୋର୍ଟରୁ ପ୍ରଶାନ୍ତଙ୍କୁ ଜାମିନ୍ ପ୍ରଦାନ କରିଛନ୍ତି । ଏନେଇ ଆଇନଜୀବୀ ମାନସ ଚାନ୍ଦ ସୂଚନା ଦେଇଛନ୍ତି । ତାଙ୍କ ପାଇଁ ସର୍ତ୍ତ ରହିଛି କି ସେ ବର୍ଷେ ଯାଏଁ ନିର୍ବାଚନ ମଣ୍ଡଳୀକୁ ଯାଇ ପାରିବେ ନାହିଁ । ଯଦି ନିର୍ବାଚନ ମଣ୍ଡଳୀକୁ ଯିବେ, ତେବେ ଜିଲ୍ଲାପାଳଙ୍କ ଅନୁମତି ଜରୁରୀ । ୫ ଜଣରୁ ଅଧିକ ଲୋକଙ୍କୁ ନେଇ ସଭା ସମିତି କରିପାରିବେ ନାହିଁ । ତେବେ ଲୋକଙ୍କ ଉପରେ ଗାଡ଼ି ମଡ଼ାଇବା ନେଇ ପ୍ରଶାସ୍ତ ଗିରଫ ହୋଇଥିଲେ ।






More Stories
୯୫ ଆସନରେ ଲଢ଼ିବ କଂଗ୍ରେସ…..
ପଖାଳ ଦିବସ…..
ନବୀନଙ୍କ ନିର୍ଦ୍ଦେଶରେ ଭୋଟ୍ ଦେଇଛି…..