ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଆଜି ପୁଣି ଇଡିରେ ହାଜର ହେବେ କଂଗ୍ରେସ ସଭାପତି ସୋନିଆ ଗାନ୍ଧୀ । ନ୍ୟାଶନାଲ ହେରାଲ୍ଡ ମାମଲାରେ ଦ୍ୱିତୀୟଥର ଲାଗି ସୋନିଆଙ୍କୁ ପଚରାଉଚରା କରିବ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ । ପୂର୍ବରୁ ଜୁଲାଇ ୨୧ ତାରିଖରେ ନ୍ୟାଶନାଲ ହେରାଲ୍ଡ ମାମଲାରେ ସୋନିଆଙ୍କୁ ପ୍ରବର୍ତ୍ତନ ନିର୍ଦେଶାଳୟ ପକ୍ଷରୁ ଜେରା କରିଥିଲା । ପ୍ରୟ ୨ ଘଣ୍ଟା ଧରି ଇଡିର ଅନେକ ପ୍ରଶ୍ନର ଉତ୍ତର ଦେଇଥିଲେ ସୋନିଆ ଗାନ୍ଧୀ। ଆଜି ପୁଣି ସୋନିଆ ଇଡି କାର୍ଯ୍ୟାଳୟରେ ସକାଳ ୧୧ଟା ୩୦ରେ ହାଜର ହେବେ ବୋଲି ଜଣାପଡ଼ିଛି ।






More Stories
ଏବେ ବେରୋଜଗାର ପ୍ରସଙ୍ଗ…..
ସିଷ୍ଟମ ସଂଶୋଧନ ପାଇଁ Gen Z,ରାଜନୈତିକ ମହଲରେ ଝଡ଼!……
ନ୍ୟାୟିକ କାର୍ଯ୍ୟର ରିପୋର୍ଟିଂ ଉପରେ କଟକଣା ନାହିଁ…..