ରିପୋର୍ଟ କାର୍ଡ / ଭୁବନେଶ୍ୱର
ଓଲିଉଡ ଅଭିନେତା ବାବୁସାନ୍ ମହାନ୍ତି, ପତ୍ନୀ ତୃପ୍ତି ଓ ବାନ୍ଧବୀ ପ୍ରକୃତି ମିଶ୍ରଙ୍କ କଳି ରାଜ୍ୟରେ ଚର୍ଚ୍ଚାର ବିଷୟ ପାଲଟିଛି | ଏହାକୁ ନେଇ ଅନେକ ଆଲୋଚନା ସମାଲୋଚନା ଭିଡିଓ ସୋସିଆଲ ମିଡିଆରେ ଭାଇରଲ ହେଉଛି । ଏହାରି ମଧ୍ୟରେ ଆଜି ପ୍ରକୃତି ମିଶ୍ରଙ୍କ ଭୁବନେଶ୍ୱର ସତ୍ୟବିହାରରେ ଥିବା ଘରେ ପହଞ୍ଚିଛି ପୋଲିସ । ଖାରବେଳନଗର ଥାନା ଆଇଆଇସି ଓ ମହିଳା ପୋଲିସ ଅଧିକାରୀ ଆଜି ସତ୍ୟବିହାରସ୍ଥିତ ପ୍ରକୃତିଙ୍କ ଘରେ ପହଞ୍ଚିଥିଲେ। ପୋଲିସ ପ୍ରାୟ ଘଣ୍ଟାଏ କାଳ ପ୍ରକୃତିଙ୍କୁ ପଚରାଉଚରା କରିଥିବା ସୂଚନା ମିଳିଛି ।






More Stories
ନିଲମ୍ବିତ ହେଲେ ପୂର୍ବତନ ବିଧାୟକଙ୍କ ସ୍ବାମୀ…..
୯ ଯୁବ IASଙ୍କୁ ମିଳିଲା ନୂଆ ଦାୟିତ୍ୱ…..
ପ୍ରବଳ ବର୍ଷା ସମ୍ଭାବନା…..