ରିପୋର୍ଟ କାର୍ଡ / କେନ୍ଦ୍ରାପଡ଼ା
ଭିଜିଲାନ୍ସ ଜାଲରେ ପଡିଛନ୍ତି କେନ୍ଦ୍ରାପଡ଼ା ଜିଲ୍ଲା ଶିକ୍ଷା ଅଧିକାରୀ ସଞ୍ଜୀବ ସିଂ । ଶିକ୍ଷକଙ୍କ ବଦଳି ପାଇଁ ୨୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ସଞ୍ଜୀବଙ୍କୁ କେନ୍ଦ୍ରାପଡା ଭିଜିଲାନ୍ସ ଟିମ ଟଙ୍କା ସହ ଧରିଛି । ଏହା ପରେ କେନ୍ଦ୍ରାପଡ଼ା ସ୍ଥିତ ଭଡ଼ା ଘର ଓ ବାଲେଶ୍ୱର ପୈତୃକ ଘରେ ରେଡ ହୋଇଛି । ସରଚନା ଅନୁସାରେ, ଆସନ୍ତା ୩୦ରେ ଅବସର ନେଇଥାନ୍ତେ ଜିଲ୍ଲା ଶିକ୍ଷା ଅଧିକାରୀ ସଞ୍ଜୀବ । ଚଢ଼ାଉ ବେଳେ ଘରୁ ବହୁ ଗୁରୁତ୍ବପୂର୍ଣ୍ଣ କାଗଜପତ୍ର ଜବତ କରି ଛାନଭିନ୍ ଜାରି ରଖିଛି ଭିଜିଲାନ୍ସ ଟିମ୍ ।






More Stories
ଭୟଙ୍କର ବର୍ଷା,ଏହି ୩ ଜିଲ୍ଲାକୁ ସତର୍କ ସୂଚନା……
କର୍ମଚାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଚେତାବନୀ…..
ଦାୟିତ୍ବ ନେଲେ ସଞ୍ଜୟ ବିଶ୍ବାଳ…..