ରିପୋର୍ଟ କାର୍ଡ / କେନ୍ଦ୍ରାପଡା
ଅଗଷ୍ଟ ୧ ତାରିଖରୁ ଖୋଲିବ ଭିତରକନିକା | ଗତ ୩ ମାସ ଧରି କୁମ୍ଭୀର ପ୍ରଜନନ ପାଇଁ ବନ୍ଦ ରହିଥିଲା ଏହି ବିଶ୍ୱପ୍ରସିଦ୍ଧ ଜାତୀୟ ଉଦ୍ୟାନ । ଖବର ଅନୁଯାୟୀ, ଗତ ୩ ମାସ ଧରି ବନ୍ଦ ରହିଥିଲା ଭିତରକନିକା । ମେ ୧ ତାରିଖରୁ କୁମ୍ଭୀର ପ୍ରଜନନ ଋତୁ ପାଇଁ ବନ୍ଦ ରହିଥିଲା ଭିତରକନିକା । କିନ୍ତୁ ଏବେ ଭିତରକନିକା ଖୋଲିବା ପାଇଁ ନିଷ୍ପତ୍ତି ହୋଇଛି । ଆସନ୍ତା ଅଗଷ୍ଟ ୧ ତାରିଖରେ ଭିତରକନିକା ଖୋଲିବା ନେଇ ସୂଚନା ଦେଇଛନ୍ତି ରାଜନଗର ବନ ଖଣ୍ଡ ଅଧିକାରୀ ।






More Stories
ବର୍ଷାକୁ ନେଇ ବଡ଼ ଅପଡେଟ୍:ଜାରି ହେଲା ଆଲର୍ଟ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ:ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ…..