ରିପୋର୍ଟ କାର୍ଡ / କେନ୍ଦ୍ରାପଡା
ଆଜିଠାରୁ ଖୋଲୁଛି ଭିତରକନିକା ଜାତୀୟ ଉଦ୍ୟାନ। ପର୍ଯ୍ୟଟକଙ୍କ ଆସିବାକୁ ନେଇ ସ୍ୱତନ୍ତ୍ର ଆୟୋଜନ ହୋଇଥିବା ସୂଚନା ମିଳିଛି | ନୂତନ ଲୁଣା ନର୍ସରୀ, ବିଳାସପୂର୍ଣ୍ଣ ଏସି ରେଷ୍ଟୁରାଣ୍ଟ,ବ୍ୟାଟେରୀ ବୋଟ୍ ସାଙ୍ଗକୁ ବୋଟ୍ରେ ଲାଇବ୍ରେରୀ ବ୍ୟବସ୍ଥା ପର୍ଯ୍ୟଟକ ଏଥର ପାଇବେ। ଭିତରକନିକାକୁ ଆସିବାକୁ ଡାଙ୍ଗମାଳ ମୁଖ୍ୟ ଫାଟକ ଦେଇ ଏବଂ ଜଳପଥରେ ପ୍ରବେଶ କରିବା ପାଇଁ ଗୁପ୍ତି, ଖୋଳା, ଚାନ୍ଦବାଲି ଦେଇ ଆସିପାରିବେ ପର୍ଯ୍ୟଟକ। ଏହା ଛଡ଼ା ରାତ୍ରିଯାପନ ପାଇଁ ଡାଙ୍ଗମାଳ ଓ ଗୁପ୍ତିରେ କଟେଜ୍ ବ୍ୟବସ୍ଥା ହୋଇଛିା କୁମ୍ଭୀର ପ୍ରଜନନ ପାଇଁ ଭିତରକନିକାକୁ ୩ ମାସ ପାଇଁ ବନ୍ଦ କରାଯାଇଥିଲା।






More Stories
ଚକୋଲେଟ୍ ବାଣ୍ଟିଲେ ରାଷ୍ଟ୍ରପତି……
ଭାଜପା ଉପରୁ ଜନତାଙ୍କ ବିଶ୍ୱାସ ତୁଟିଛି,ଏଠାରୁ ପରିବର୍ତ୍ତନର ଆରମ୍ଭ :ଧର୍ମେନ୍ଦ୍ର….
ଶିକ୍ଷା ଭବିଷ୍ୟତ ନିର୍ମାଣର ମୂଳଦୁଆ….