ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
୨୦୨୨ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତ ଆଉ ଏକ ସ୍ବର୍ଣ୍ଣ ପଦକ ଜିତିଛି । ୭୩ କେଜି ଭାରୋତ୍ତୋଳନରେ ଅଚିନ୍ତା ଶିଉଳୀ ସ୍ୱର୍ଣ୍ଣ ପଦକ ଜିତିଛନ୍ତି । ଏଥି ସହ ବର୍ମିଂହାମରେ ୩ ସ୍ୱର୍ଣ୍ଣ ସହ ଭାରତର ପଦକ ସଂଖ୍ୟା ୬କୁ ବୃଦ୍ଧି ପାଇଛି । ଭାରତ ୬ଟି ଯାକ ପଦକ ଭାରୋତ୍ତୋଳନରେ ହିଁ ମିଳିଛି।
More Stories
ଭ୍ୟାନ୍ କୂଅକୁ ଖସି ୧୪ ମୃତ…..
ସୂଚନା ଅଧିକାର ଆଇନ ବ୍ୟବସାୟ ପାଲଟିଛି…..
ଓମାନ ତଟରେ ବୁଡିଲା ଭାରତୀୟ ଡଙ୍ଗା….