ରିପୋର୍ଟ କାର୍ଡ / ପୁରୀ
ଆସନ୍ତାକାଲି ଶ୍ରାବଣ-ଶୁକ୍ଳ ପଞ୍ଚମୀ ମଳ ତିଥି | ତେଣୁ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ। ତେଣୁ ବୁଧବାର ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ | ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ପରେ ସର୍ବସାଧାରଣ ଦର୍ଶନ ଆପାତତଃ ଅପରାହ୍ନ ଘ. ୫.୦୦ ରୁ ରାତ୍ର ଘ.୯.୦୦ ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବ ବୋଲି ସୂଚନା ମିଳୁଛି ।






More Stories
୯୫ ଆସନରେ ଲଢ଼ିବ କଂଗ୍ରେସ…..
ପଖାଳ ଦିବସ…..
ନବୀନଙ୍କ ନିର୍ଦ୍ଦେଶରେ ଭୋଟ୍ ଦେଇଛି…..