ରିପୋର୍ଟ କାର୍ଡ / କଟକ
ବିଶିଷ୍ଟ ଶିଳ୍ପପତି ମହିମାନନ୍ଦ ମିଶ୍ର ଙ୍କ ଘରେ ଓ ଅଫିସ୍ରେ ସିବିଆଇ ଟିମ୍ ଚଢ଼ାଉ କରିଛି । ଦୀର୍ଘଦିନ ଧରି ପାରାଦୀପ ପୋର୍ଟ ଟ୍ରଷ୍ଟରେ ଆର୍ଥିକ ଅନିୟମିତତାକୁ ନେଇ ସିବିଆଇ ରେଡ୍ କରିଥିବା ସୂଚନା ମିଳୁଛି।ସିବିଆଇ ତରଫରୁ ଅଫିସିଆଲି କିଛି ଘୋଷଣା ହୋଇ ନ ଥିବା ବେଳେ ୨୫ ଲକ୍ଷର ଏକ ଲାଞ୍ଚ କାରବାର ଅଭିଯୋଗରେ ଏହି ଚଢାଉ ଚାଲିଥିବା ଜଣାଯାଇଛି। OSL ଅଫିସରେ ୨ଟି ଟିମ୍ ଚଢ଼ାଉ କରିଛନ୍ତି। ଏହି ସମୟରେ ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ ହୋଇଛି। ସେହିପରି ପାରାଦୀପର ୪ଟି ସ୍ଥାନରେ ଚଢାଉ ଚାଲିଛି ।






More Stories
ବର୍ଷାକୁ ନେଇ ବଡ଼ ଅପଡେଟ୍:ଜାରି ହେଲା ଆଲର୍ଟ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ:ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ…..