ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତକୁ ଆଉ ୨ଟି ପଦକ ମିଳିଛି । ଭାରତ ଗୋଟିଏ ସ୍ୱର୍ଣ୍ଣ ଓ ଗୋଟିଏ ରୌପ୍ୟ ପଦକ ଜିତିଥିବା ସୂଚନା ମିଳିଛି । ହେଭିେଓ୍ୱଟ୍ ପାରା ପାୱାରଲିଫ୍ଟିଂରେ ଭାରତର ସୁଧୀର ସ୍ୱର୍ଣ୍ଣ ପଦକ ଜିତିଛନ୍ତି । ସେହିପରି ଲଙ୍ଗ୍ ଜମ୍ପ୍ରେ ମୁରଲୀ ଶ୍ରୀଶଙ୍କର ରୌପ୍ୟ ପଦକ ଜିତିଛନ୍ତି । ଫାଇନାଲରେ ୮.୦୮ ମିଟର ଡେଇଁ ଶ୍ରୀଶଙ୍କର ରୌପ୍ୟ ପଦକ ବିଜୟୀ ହୋଇଛନ୍ତି। ଏଯାବତ ୬ ଟି ସ୍ୱର୍ଣ୍ଣ, ୭ ରୌପ୍ୟ ଓ ୭ ବ୍ରୋଞ୍ଜ ସହ ଭାରତ ୨୦ଟି ପଦକ ହାତେଇବାରେ ସକ୍ଷମ ହୋଇଛି |






More Stories
ଇସ୍ତଫା ଦେଲେ ବିଟ୍ରିଶ ପ୍ରଧାନମନ୍ତ୍ରୀ…..
ଭାରତକୁ ପାକିସ୍ତାନର ଯୁଦ୍ଧ ଧମକ…..
ହଟିବନି ଟେଲିଗ୍ରାମ ବ୍ୟାନ…..