ରିପୋର୍ଟ କାର୍ଡ / ଭୁବନେଶ୍ୱର
୨୫ ଲକ୍ଷ ଟଙ୍କା ଲାଞ୍ଚ ଦେବା ମାମଲାରେ ଶିଳ୍ପପତି ମହିମା ମିଶ୍ର ଆଜି ଭୁବନେଶ୍ୱରସ୍ଥିତ ସିବିଆଇ କାର୍ଯ୍ୟାଳୟରେ ହାଜର ହୋଇଛନ୍ତି । ଏହି ଘଟଣାରେ ସିବିଆଇ ୪ ଜଣଙ୍କୁ ଗିରଫ କରିଛି। ଗିରଫଙ୍କ ମଧ୍ୟରେ ପାରାଦୀପ ପୋର୍ଟ ଚିଫ୍ ମେକାନିକାଲ ଇଂଜିନିୟର ସରୋଜ ଦାସ , ଠିକାଦାର ସୁମନ୍ତ ରାଉତ,କେସିଟି ଗ୍ରୁପର ଶଙ୍ଖଶୁଭ୍ର ମିତ୍ର ଏବଂ ଓଏସଏଲର ଡିଜିଏମ୍ ସୂର୍ଯ୍ୟ ନାରାୟଣ ସାହୁ ଅଛନ୍ତି। ଗିରଫ ୪ ଜଣଙ୍କୁ ମେଡିକାଲ ଯାଞ୍ଚ ପାଇଁ କ୍ୟାପିଟାଲ ହସ୍ପିଟାଲ ନିଆଯାଇଥିବା ସୂଚନା ମିଳିଛି |






More Stories
ଆଇନଜୀବୀଙ୍କ ପାଇଁ ୪୦ ପ୍ରତିଶତ ସହାୟତା ରାଶି ବୃଦ୍ଧି…..
ଆସୁଛି ଦୁଇ ଲଘୁଚାପ:ପ୍ରବଳ ବର୍ଷା ସମ୍ଭାବନା……
କୈଳାସ ମାନସରୋବର ଯାତ୍ରା ଆରମ୍ଭ…..