ରିପୋର୍ଟ କାର୍ଡ / ଭୁବନେଶ୍ୱର
୮ ତାରିଖ ଅପରାହ୍ନ ୪ଟାରେ ଯୁକ୍ତ ୨ କଳା ରେଜଲ୍ଟ ପ୍ରକାଶ ପାଇବ । ଯୁକ୍ତ ୨ କଳା ସହ ଧନ୍ଦାମୂଳକ ପରୀକ୍ଷାଫଳ ମଧ୍ୟ ପ୍ରକାଶ ପାଇବ । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳରେ ରେଜଲ୍ଟ ପ୍ରକାଶ ପାଇବ । www.orissaresults.nic.in ୱେବସାଇଟରେ ରେଜଲ୍ଟ ଉପଲବ୍ଧ ହେବ । ରେଜଲ୍ଟ ଘୋଷଣା ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ମିଳିଛି । ସୂଚନା ଯୋଗ୍ୟ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପ୍ରଥମ ପର୍ଯ୍ୟାୟରେ ଗତ ୨୭ ତାରିଖ ଦିନ ଯୁକ୍ତଦୁଇ ବିଜ୍ଞାନ ଓ ବାଣିଜ୍ୟ ଫଳାଫଳ ପ୍ରକାଶ ପାଇଥିଲା । ଗଣଶିକ୍ଷା ମନ୍ତ୍ରୀ ଯୁକ୍ତଦୁଇ ବିଜ୍ଞାନ ଓ ବାଣିଜ୍ୟର ଆନୁଷ୍ଠାନିକ ରେଜଲ୍ଟ ଘୋଷଣା କରିଥିଲେ ।






More Stories
ପ୍ରବଳ ବର୍ଷାର ସମ୍ଭାବନା…..
ଆଉ ଜଣେ IPS ଦେଲେ ଇସ୍ତଫା…..
କ୍ରାଇମ ବ୍ରାଞ୍ଚରେ ଏଫ୍ଆଇଆର୍ ହେବ:ମୁଖ୍ୟମନ୍ତ୍ରୀ…..