Report Card Odisha

| Daily Odia News

ଭିଜିଲାନ୍ସ ଜାଲରେ କୃଷି ଅଧିକାରୀ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ସହାୟକ କୃଷି ଅଧିକାରୀ । ବରଗଡ଼ ପାଇକମାଳ ସହାୟକ କୃଷି ଅଧିକାରୀ ପ୍ରଣୟ କୁମାର ମନ୍ତ୍ରୀ ଦେଢ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବା ବଳେ ଭିଜିଲାନ୍ସ ହାତରେ ଧାରା ପଡିଛନ୍ତି। ସୂଚନା ଅନୁସାରେ-ଲାଇଲେନ୍ସ ବାତିଲ କରିବା ଧମକ ଦେଇ ସାର ଡିଲରଙ୍କଠାରୁ ନେଉଥିଲେ ଲାଞ୍ଚ । ପାଇକମାଳ ନୃସିଂହନାଥ ରୋଡ଼ରେ ଟଙ୍କା ନେଉଥିବା ବେଳେ ଧରିଲା ଭିଜିଲାନ୍ସ । ଏହି ଆଧାରରେ ସହାୟକ କୃଷି ଅଧିକାରୀଙ୍କ ବିଭିନ୍ନ ସ୍ଥାନରେ ଚଢାଉ । ବରଗଡ ପାଇକମାଳସ୍ଥିତ ଅଫିସ, ଭୁବନେଶ୍ବର ଶୈଳେଶ୍ରୀ ବିହାରସ୍ଥିତ ଘର, କଟକ ତିଗିରିଆ ସ୍ଥିତ ପୈତୃକ ଘରେ ଚଢାଉ ଜାରି ରହିଛି ।

Breaking News