ରିପୋର୍ଟ କାର୍ଡ / ପାଟନା
ସବୁ ଚର୍ଚ୍ଚାର ଅନ୍ତ ଘଟିଛି | ଶେଷରେ ବିହାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ନୀତିଶ କୁମାର | ଆଜି ବିଜେପି ସହ ମେଣ୍ଟ ଭାଙ୍ଗିବା ପରେ ନୀତିଶ ରାଜ୍ୟପାଳ ଫଗୁ ଚୌହ୍ୱାନଙ୍କୁ ଭେଟି ଇସ୍ତଫା ପତ୍ର ଦେଇଛନ୍ତି | ଏହା ସହ ନୂଆ ସରକାର ଗଠନ କରିବାକୁ ଦାବି ଜଣାଇଛନ୍ତି। ସମସ୍ତଙ୍କ ନଜର ରାଜ୍ୟପାଳଙ୍କ ନିଷ୍ପତ୍ତି ଉପରେ ରହିଛି।
More Stories
ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ:୯୦ ଲକ୍ଷରୁ ଅଧିକ ନାମ ବାଦ…..
୧୦ ପର୍ଯ୍ୟନ୍ତ କାଳବୈଶାଖୀ…..
ଆଜି ରାତିରେ ବଡ ଯୁଦ୍ଧ ! ୮ଟା ଯାଏଁ ଡେଡ୍ଲାଇନ୍…..