ରିପୋର୍ଟ କାର୍ଡ / ଭୁବନେଶ୍ୱର
ପାରାଦୀପ ପୋର୍ଟର ଘରୋଇ ସଂସ୍ଥାକୁ ଅନୁକମ୍ପା ଓ ଲାଞ୍ଚ ମାମଲାରେ ଶିଳ୍ପପତି ମହିମା ମିଶ୍ରଙ୍କ ସାନ ପୁଅ ଚର୍ଚ୍ଚିତ ମିଶ୍ରଙ୍କ ଜାମିନ ଆବେଦନ ଖାରଜ ହୋଇଛି | ତେବେ ଚର୍ଚ୍ଚିତ ମିଶ୍ର ଜେଲ ଯିବା ସୁନିଶ୍ଚିତ ହୋଇଛି। ଆଜି ଚର୍ଚ୍ଚିତ ଓ ଦେବପ୍ରିୟ ମହାନ୍ତିଙ୍କ ଜାମିନ୍ ସିବିଆଇ କୋର୍ଟ ଖାରଜ କରିଦେଇଛନ୍ତି । ଏହି ମାମଲାରେ କେବଳ ବିଲ୍ଡର ଶିଶିର ଦାସଙ୍କୁ ଜାମିନ ମିଳିଛି।






More Stories
ଆମ ବସ୍’ ଯାତ୍ରା ମାଗଣା…..
ଡି.ଏ.ଭି. ପବ୍ଲିକ୍ ସ୍କୁଲ,କଳିଙ୍ଗ ନଗରରେ ରକ୍ଷାବନ୍ଧନ ଉତ୍ସବ ପାଳିତ…..
ଚନ୍ଦନପୁରରେ ଗୋଷ୍ଠୀ ସଂଘର୍ଷ…..