ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ହେଉଛି ପବିତ୍ର ରାକ୍ଷୀ ପୂର୍ଣ୍ଣିମା | ରକ୍ଷାବନ୍ଧନ ଅବସରରେ ଓଡ଼ିଶା ବାସୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଭିନନ୍ଦନ ଜଣାଇଛନ୍ତି । କୋଭିଡକୁ ଦୃଷ୍ଟିରେ ରଖି ଗହଳି ନ କରି ଜନସାଧାରଣ ନିରାପଦରେ ଏହି ପର୍ବ ପାଳନ ପାଇଁ ଶ୍ରୀ ପଟ୍ଟନାୟକ ପରାମର୍ଶ ଦେଇଛନ୍ତି । ଏଥିସହ ରକ୍ଷାବନ୍ଧନ ପାଇଁ ନବୀନ ନିବାସକୁ ନ ଆସିବା ନିମନ୍ତେ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ଅନୁରୋଧ କରିଛନ୍ତି ।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..