ରିପୋର୍ଟ କାର୍ଡ / ପୁରୀ
ଆଜି ଶ୍ରୀମନ୍ଦିରରେ ବଡ଼ଠାକୁରଙ୍କ ଜନ୍ମୋତ୍ସବ। ଦୁଇ ଭାଇ ବଳଭଦ୍ର ଓ ଜଗନ୍ନାଥଙ୍କ ହାତରେ ରାକ୍ଷୀ ବାନ୍ଧିବେ ଭଉଣୀ ସୁଭଦ୍ରା। ଦୁଇ ଭାଇଙ୍କ ଭୁଜପାଇଁ ବାସୁଙ୍ଗା ପାଟରେ ୨ଟି ଲେଖାଏଁ ୪ଟି ବଡ଼ରାକ୍ଷୀ ପ୍ରସ୍ତୁତ ହୋଇଛି। ବଡ଼ଠାକୁରଙ୍କ ଜନ୍ମଦିନରେ ପ୍ରଭୁ ସୁଦର୍ଶନ ସୁସଜ୍ଜିତ ଚଉଦୋଳରେ ବିଜେ ହୋଇ ଶ୍ରୀମନ୍ଦିରରୁ ବାହାରି ମାର୍କଣ୍ଡ ପୁଷ୍କରିଣୀ କୂଳରେ ପହଞ୍ଚିବା ପରେ ଜନ୍ମନୀତି ସମ୍ପନ୍ନ ହେବ। ବଡ଼ଠାକୁରଙ୍କ ଜନ୍ମୋତ୍ସବ ପାଇଁ ଆଜି ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି କରାଯିବ ।






More Stories
ଭାଜପା ଛାଡିଲେ ଶେହଜାଦ ପୁନାୱାଲା…..
ମାନସିକ ଶାନ୍ତି ମିଳିବ…..
ସୁଶାନ୍ତଙ୍କ ବିୟୋଗରେ ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ,ନବୀନ…..