ରିପୋର୍ଟ କାର୍ଡ / କେନ୍ଦୁଝର
ଆଜି ଶାରଦା ମାଇନ୍ସ ରେ ଇଡି ଚଢାଉ କରିଛି। କେନ୍ଦୁଝର ଜିଲ୍ଲା ବଡ଼ବିଲ ଶାରଦା ମାଇନ୍ସରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ରେଡି କରିଛି। ବେଆଇନ୍ ଖଣି କାରବାର ନେଇ ଚଢାଉ ହୋଇଥିବା ସୂଚନା । ସୂଚନା ଅନୁସାରେ- ଶାରଦା ମାଇନ୍ସ ନାଁ ବେଆଇନ୍ ଖଣିଜ କାରବାର ନେଇ ପୂର୍ବରୁ ଅଭିଯୋଗ ହୋଇଥିଲା । ଏନେଇ ସୋମବାର ବଡ଼ବଲିରେ ଥିବା ଖଣି କାର୍ଯ୍ୟାଳୟ ସହିତ ସୟାବାଲି ସ୍ଥିତ କଲୋନୀରେ ଚଢାଉ କରୁଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ । ଏକାସାଙ୍ଗେ ୩ଟି ସ୍ଥାନରେ ଇଡି ଚଢାଉ କରୁଥିବା ସୂଚନା ମିଳିଛି ।






More Stories
ବର୍ଷାକୁ ନେଇ ବଡ଼ ଅପଡେଟ୍:ଜାରି ହେଲା ଆଲର୍ଟ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ:ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ…..