ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆସନ୍ତା ୩୧ରୁ ୫ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଗତ ୬ ତାରିଖରେ ଦିଲ୍ଲୀ ଗସ୍ତରେ ଯାଇ ୮ରେ ଫେରିଥିଲେ। ତେବେ ମିଳିଥିବା ସୂଚନା ମୁତାବକ, ମୁଖ୍ୟମନ୍ତ୍ରୀ ୩୧ରେ ଦିଲ୍ଲୀ ଯାଇ ସେପ୍ଟେମ୍ବର ୪ରେ ଫେରିବେ। ଏହି ଗସ୍ତ କାଳରେ କେତେଜଣ କେନ୍ଦ୍ରମନ୍ତ୍ରୀଙ୍କୁ ସାକ୍ଷାତ କରିବା ସହ ଓଡ଼ିଶା ଭବନରେ ଏକ ସମୀକ୍ଷା ବୈଠକରେ ଯୋଗଦେବା ନେଇ ଚର୍ଚ୍ଚା ହେଉଛି | ତେବେ ଗତକାଲି ମୁଖ୍ୟମନ୍ତ୍ରୀ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖି ନରେଗା ଯୋଜନାରେ ବକେୟା ଅର୍ଥରାଶି ଦେବାକୁ ନିବେଦନ କରିଥିଲେ।






More Stories
ଶ୍ରୀମନ୍ଦିର ଭିତରେ ମୋବାଇଲରେ କଥା ହେଲେ ଶ୍ରଦ୍ଧାଳୁ…..
ଫେବୃଆରୀରୁ ଆରମ୍ଭ ହେବ ସ୍ୱଚ୍ଛ ସର୍ବେକ୍ଷଣ…..
ରାଉରକେଲା ବିମାନ ଦୁର୍ଘଟଣା:ଆବଶ୍ୟକ ପଡିଲେ ଏୟାର ଲିଫ୍ଟିଙ୍ଗ…..