ରିପୋର୍ଟ କାର୍ଡ / ଭୁବନେଶ୍ୱର
ହାଇକୋର୍ଟ ର ଦ୍ୱାରସ୍ଥ ହେଲେ ଅଭିନେତ୍ରୀ ପ୍ରକୃତି ମିଶ୍ର | ଏତଲା ଉପରେ କାର୍ଯ୍ୟାନୁଷ୍ଠାନ ହେଉନଥିବାରୁ ପ୍ରକୃତି ହାଇକୋର୍ଟ ରେ ପହଞ୍ଚିଛନ୍ତି | ବାବୁସାନଙ୍କ ପତ୍ନୀ ତୃପ୍ତି ଓ ଶଶୁର ତାଙ୍କ ଉପରେ ଆକ୍ରମଣ କରିଥିବା ନେଇ ଖାରବେଳ ନଗର ଥାନାରେ ଏତଲା ଦେଇଥିଲେ | ପୋଲିସ କୌଣସି କାର୍ଯ୍ୟାନୁଷ୍ଠାନ ନଗ୍ରହଣ କରିବାରୁ ପ୍ରକୃତି ହାଇକୋର୍ଟ ଯାଇଥିବା ଜଣାପଡିଛି |






More Stories
ବର୍ଷାକୁ ନେଇ ବଡ଼ ଅପଡେଟ୍:ଜାରି ହେଲା ଆଲର୍ଟ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ:ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ…..