ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଅଗଷ୍ଟ ୨୪ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ହରିୟାଣା ଏବଂ ପଞ୍ଜାବ ଗସ୍ତରେ ଯିବେ। ଗସ୍ତ ସମୟରେ ଦୁଇଟି ଗୁରୁତ୍ୱପୂର୍ଣ୍ଣ ସ୍ୱାସ୍ଥ୍ୟ ବ୍ୟବସ୍ଥାର ଉଦ୍ଘାଟନ କରିବାର କାର୍ଯ୍ୟକ୍ରମ ରହିଛି। ପୂର୍ବାହ୍ଣ ପ୍ରାୟ ୧୧ଟା ସମୟରେ ପ୍ରଧାନମନ୍ତ୍ରୀ ହରିୟାଣାର ଫରିଦାବାଦଠାରେ ଅମୃତା ହସ୍ପିଟାଲର ଉଦ୍ଘାଟନ କରିବେ। ଏହାପରେ ସେ ମୋହାଲି ଯାତ୍ରା କରିବେ ଏବଂ ଅପରାହ୍ଣ ପ୍ରାୟ ୨ଟା ୧୫ରେ ମୁଲାନପୁର, ନୂଆ ଚଣ୍ଡୀଗଡ଼, ସାହିବଜାଦା, ଅଜିତ ସିଂହ ନଗର ଜିଲ୍ଲା ଠାରେ ହୋମି ଭାବା କର୍କଟ ଡାକ୍ତରଖାନା ଏବଂ ଗବେଷଣା କେନ୍ଦ୍ରକୁ ଦେଶ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବାର କାର୍ଯ୍ୟ କ୍ରମ ରହିଛି |






More Stories
ପ୍ରତି ଆମେରିକୀୟଙ୍କୁ ମିଳିବ ୪.୭୬ ଲକ୍ଷ ଟଙ୍କା!…..
ରାହୁଲ ଗାନ୍ଧୀ ଭିିଭିଆଇପି ନୁହନ୍ତି, ଆମ ସାମନାରେ ସବୁ ମାମଲା ସମାନ……
ଦିଲ୍ଲୀରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି……