ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଦେଶର ୧୫ ତମ ନୂଆ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଙ୍କୁ ଭେଟିଛନ୍ତି | ଆଜି ଦିଲ୍ଲୀ ସ୍ଥିତ ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଙ୍କୁ ସାକ୍ଷାତ କରିଛନ୍ତି ସୋନିଆ | ସେହିପରି ହରିୟାଣାର ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟର ମଧ୍ୟ ରାଷ୍ଟ୍ରପତି ଭବନରେ ନୂଆ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଥିବା ସୂଚନା ମିଳିଛି| ଏହି ସାକ୍ଷାତ କର ସମୟର ଫଟୋ ରାଷ୍ଟ୍ରପତି ଭବନ ତରଫରୁ ଟ୍ବିଟର୍ରେ ଛଡ଼ାଯାଇଛି ।






More Stories
ପ୍ରତି ଆମେରିକୀୟଙ୍କୁ ମିଳିବ ୪.୭୬ ଲକ୍ଷ ଟଙ୍କା!…..
ରାହୁଲ ଗାନ୍ଧୀ ଭିିଭିଆଇପି ନୁହନ୍ତି, ଆମ ସାମନାରେ ସବୁ ମାମଲା ସମାନ……
ଦିଲ୍ଲୀରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି……