ରିପୋର୍ଟ କାର୍ଡ / ଭୁବନେଶ୍ୱର
ବାବୁସାନ୍-ତୃପ୍ତୀ ଏବଂ ବାନ୍ଧବୀ ପ୍ରକୃତି ମାମଲା ପୁଣି ଥରେ ଚର୍ଚ୍ଚାକୁ ଆସଛି | ଗତକାଲି ଅଭିନେତ୍ରୀ ପ୍ରକୃତି ମିଶ୍ର ହାଇକୋର୍ଟଙ୍କ ଦ୍ୱାରସ୍ତ ହୋଇଥିବା ବେଳେ ଆଜି ଭୁବନେଶ୍ୱର କୋର୍ଟରେ ୫କୋଟି ୧୦ ଲକ୍ଷ ଟଙ୍କାର ମାନହାନୀ ମକଦ୍ଦମା ଜଚିକା କରିଛନ୍ତି। ପ୍ରକୃତି ବାବୁସାନ୍ଙ୍କ ସ୍ତ୍ରୀ, ଶ୍ୱଶୂରଙ୍କ ବିରୋଧରେ ମାନହାନୀ ମକଦ୍ଦମା କରିଥିବା ସୂଚନା ମିଳିଛି। ଏହା ସହିତ ସୋସିଆଲ ମିଡିଆରେ ତାଙ୍କ ବିରୁଦ୍ଧରେ ନାନା ପ୍ରକାର ଖବର ପ୍ରସାରଣକୁ ନେଇ ସେ ୟୁଟ୍ୟୁବ ବିରୁଦ୍ଧରେ ମଧ୍ୟ ମାନହାନୀ ମକଦ୍ଦମା କରିଛନ୍ତି।






More Stories
ବର୍ଷାକୁ ନେଇ ବଡ଼ ଅପଡେଟ୍:ଜାରି ହେଲା ଆଲର୍ଟ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ:ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ…..