ରିପୋର୍ଟ କାର୍ଡ / ଭୁବନେଶ୍ଵର
ଆସନ୍ତା ୨୭ ଖୋର୍ଦ୍ଧା ଜିଲ୍ଲାର ୧୩୯ ଶିକ୍ଷାନୁଷ୍ଠାନକୁ ସ୍ୱତନ୍ତ୍ର ଛୁଟି ଘୋଷଣା କରାଯାଇଛି । ଚଳିତ ବର୍ଷ ହେବାକୁ ଥିବା ASO ପରୀକ୍ଷା କେନ୍ଦ୍ର ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଏହି ସ୍ୱତନ୍ତ୍ର ଛୁଟି ଘୋଷଣା ହୋଇଛି । ପରୀକ୍ଷା ପାଇଁ ଖୋର୍ଦ୍ଧା ଜିଲ୍ଲାରେ ୧୩୯ଟି କେନ୍ଦ୍ର କରାଯାଇଛି । ସୂଚନା ଥାଉକି, ରାଜ୍ୟରେ ବନ୍ୟା ସ୍ଥିତି ପାଇଁ ଆସନ୍ତା ୨୧ ତାରିଖରେ ହେବାକୁ ଥିବା ASO ପରୀକ୍ଷାକୁ ସ୍ଥଗିତ ରଖାଯାଇଥିଲା । ଏହାପରେ ନୂଆ ତାରିଖ ଘୋଷଣା କରିଥିଲା OPSC । ୨୭ତାରିଖ ଦିନ ASO ପରୀକ୍ଷା ଅନୁଷ୍ଠିତ ହେବ ବୋଲି OPSC ପକ୍ଷରୁ ସୂଚନା ଦିଆଯାଇଥିଲା ।






More Stories
ବର୍ଷାକୁ ନେଇ ବଡ଼ ଅପଡେଟ୍:ଜାରି ହେଲା ଆଲର୍ଟ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ:ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ…..