ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଆଜି ୨୬୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୫୩ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୧୦୯ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୪୭ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୨୬୩୮୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।






More Stories
ବିଜେପି କର୍ମୀଙ୍କୁ ହତ୍ୟା…..
ବୀମା ନାହିଁ ପେଟ୍ରୋଲ-ଡିଜେଲ ନାହିଁ…..
ମୁଖ୍ୟମନ୍ତ୍ରୀଙ୍କ ୩ ଦିନିଆ ନୂଆଦିଲ୍ଲୀ ଗସ୍ତ….