ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ଆସିଷ୍ଟାଣ୍ଟ ସେକ୍ସନ୍ ଅଫିସର (ASO) ପରୀକ୍ଷା । ୩ଟି ସିଟିଂରେ ଏହି ପରୀକ୍ଷା ହେବ। ପ୍ରଥମ ସିଟିଂ ପରୀକ୍ଷା ସକାଳ ୯ରୁ ସାଢ଼େ ୧୦ଟା ପର୍ଯ୍ୟନ୍ତ ରହିଛି। ଦ୍ୱିତୀୟ ସିଟିଂ ପରୀକ୍ଷା ସାଢ଼େ ୧୧ଟାରୁ ଦିନ ଗୋଟାଏ ପର୍ଯ୍ୟନ୍ତ ହେବ। ସେହିପରି ତୃତୀୟ ସିଟିଂ ଅପରାହ୍ଣ ୨ଟାରୁ ୪ଟା ୩୦ ପର୍ଯ୍ୟନ୍ତ ହେବ। ତେବେ ଭିନ୍ନକ୍ଷମ ପ୍ରାର୍ଥୀଙ୍କ ପାଇଁ ପରୀକ୍ଷା ସମୟ ଟିକେ ଅଧିକ ରଖାଯାଇଛି। ସେମାନେ ପ୍ରତି ସିଟିଂରେ ୩୦ ମିନିଟ ଲେଖାଏଁ ଅଧିକ ସମୟ ପାଇବେ। ଉଲ୍ଲେଖ ଯୋଗ୍ୟ ASO ପରୀକ୍ଷା ଚଳିତ ମାସ ୨୧ ତାରିଖରେ ବେଵାର ଥିଲା | ରାଜ୍ୟରେ ବନ୍ୟା ପରିସ୍ଥିତିକୁ ଦେଖି ଆଜି ଅର୍ଥାତ ଅଗଷ୍ଟ ୨୭ ତାରିଖକୁ ଘୁଞ୍ଚାଇ ଦିଆଯାଇଛି |






More Stories
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ଡିଏଭି କଳିଙ୍ଗନଗରରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ….
ରାଜଧାନୀରେ ବନ୍ଧୁକ ମୁନରେ ଦୁଷ୍କର୍ମ !….