ରିପୋର୍ଟ କାର୍ଡ / ଭୁବନେଶ୍ୱର
ପୁଣି ଆଜି ଭୁବନେଶ୍ବର ଏମ୍ସରେ ଭର୍ତ୍ତି ହୋଇଛନ୍ତି ବିଧାୟକ ବିଷ୍ଣୁ ସେଠୀ | ଗତ କିଛିଦିନ ତଳେ ବିରୋଧୀ ଦଳ ଉପନେତା ସେଠୀଙ୍କର ମଧୁମେହ, ରକ୍ତଚାପ ହଠାତ ବଢ଼ିଯିବାରୁ ସେ ଏମ୍ସରେ ଚିକିତ୍ସିତ ହୋଇ ଘରକୁ ଫେରିଥିଲେ। ଆଜି ସ୍ବାସ୍ଥ୍ୟାବସ୍ଥା ପୁଣି ବିଗିଡ଼ିବାରୁ ତାଙ୍କୁ ଏମ୍ସରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି । ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ସହିତ ଦଳର ବହୁ ବରିଷ୍ଠ ନେତା ତାଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିବା ସହ ଏମ୍ସ କର୍ତ୍ତୃପକ୍ଷଙ୍କ ସହ ଆଲୋଚନା କରିଛନ୍ତି।






More Stories
ଚର୍ଚ୍ଚାରେ ପ୍ରଦୀପ ଜେନାଙ୍କ ‘X’ ପୋଷ୍ଟ: ଖାଲି ତିଖିରୀ ନା ସବୁ……
ପରକୀୟା ପ୍ରୀତି ରୁ ଗଡ଼ିଲା ମୁଣ୍ଡ…..
ରାଷ୍ଟ୍ରପତିଙ୍କ ସହ ପୂଜାର୍ଚ୍ଚନା କଲେ ପ୍ରଧାନମନ୍ତ୍ରୀ…..