ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜଧାନୀ ଭୁବନେଶ୍ୱରରୁ ନର୍ସିଂ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର। ଏୟାରଫିଲ୍ଡ ଥାନା ଜାମୁକୋଳି ଅଞ୍ଚଳ ସ୍ଥିତ ଏକ କଲେଜ ହଷ୍ଟେଲରୁ ଏହି ମୃତଦେହ ସନ୍ଧ୍ୟାରେ ମିଳିଛି। ମୃତ ନର୍ସିଂ ଛାତ୍ରୀ ଜଣଙ୍କ ବଲାଙ୍ଗିରର ବୋଲି ସୂଚନା ମିଳିଛି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ପଠାଇଛି।






More Stories
ମଣ୍ଡି ଦାୟିତ୍ଵରେ ରହିବେ ମନ୍ତ୍ରୀ…..
ଷ୍ଟାଡିୟମ ଭିତରକୁ ପାଣି ବୋତଲ, କଏନ,କଲମ ମନା…..
ଲଘୁ ଖଣିଜରୁ ସଂଗୃହୀତ ପାଣ୍ଠି ସେହି ଜିଲ୍ଲାରେ ଖର୍ଚ୍ଚ କରାଯିବ……