ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜିଠାରୁ ଦୁଇଦିନିଆ ଓଡିଶା ଗସ୍ତରେ ବିଜେପିର ନବ ନିଯୁକ୍ତ ରାଜ୍ୟ ପ୍ରଭାରୀ ସୁନୀଲ ବଂସଲ । ମଧ୍ୟାହ୍ନ ସମୟରେ ସେ ଭୁବନେଶ୍ୱର ବିମାନ ବନ୍ଦରରେ ପହଂଚିବେ । ବିଜେପି ପକ୍ଷରୁ ତାଙ୍କର ଭବ୍ୟ ସ୍ୱାଗତ ପାଇଁପ୍ରସ୍ତୁତି କରାଯାଇଛି । ଏହି ଗସ୍ତ ସମୟରେ ସେ ରାଜ୍ୟ ସଂଗଠନକୁ ଶକ୍ତିଶାଳୀ କରିବା ନେଇ ଦଳୀୟ ନେତା ମାନଙ୍କସହ ଆଲୋଚନା କରିବେ। ରାଜ୍ୟ ପ୍ରଭାରୀ ଭାବେ ନିଯୁକ୍ତ ହେବା ପରେ ଏହା ତାଙ୍କର ପ୍ରଥମ ଓଡିଶା ଗସ୍ତ ।






More Stories
ବର୍ଷାକୁ ନେଇ ବଡ଼ ଅପଡେଟ୍:ଜାରି ହେଲା ଆଲର୍ଟ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ:ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ…..