ରିପୋର୍ଟ କାର୍ଡ / ଭୁବନେଶ୍ୱର
ଭୁବନେଶ୍ୱର ଡି.ଏ.ଭି. କଳିଙ୍ଗ ନଗରଠାରେ ଗୁରୁ ଦିବସ ପାଳିତ ହୋଇଯାଇଛି | ଦୀର୍ଘ ୨ ବର୍ଷ ପରେ ବିଦ୍ୟାଳୟର ସମସ୍ତ ଛାତ୍ରଛାତ୍ରୀ ଆନ୍ଦର ସହିତ ଗୁରୁଦିବସ ପାଳନ କରିଛନ୍ତି | ଶିକ୍ଷକଶିକ୍ଷୟତ୍ରୀ ଏବଂ ଛାତ୍ରଛାତ୍ରୀ ଡ. ସର୍ବପଲ୍ଲୀ ରାଧାକୃଷ୍ଣନଙ୍କ ଫଟୋରେ ପୁଷ୍ପ ମାଲ୍ୟା ଅର୍ପଣ କରିଥିଲେ | ଛାତ୍ରଛାତ୍ରୀ ମାନେ ଗୁରୁ ବନ୍ଦନା ଗାନ କରିଥିଲେ | ଏହି ସମୟରେ ବିଦ୍ୟାଳୟର ସମସ୍ତ ଶିକ୍ଷକଶିକ୍ଷୟତ୍ରୀ ଉପସ୍ଥିତ ରହିଥିଲେ | ବିଦ୍ୟାଳୟର ଛାତ୍ରଛାତ୍ରୀ ଙ୍କୁ ନେଇ ସାଂସ୍କୃତିକ କାର୍ଯ୍ୟ କ୍ରମ ପରିବେଷଣ କରାଯାଇଥିଲା |






More Stories
ପୀତବାସ ହତ୍ୟା ମାମଲାର: ଡାକ୍ତରଙ୍କ ମୋବାଇଲ ଫୋନ ଜବତ…..
ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା; ବିଦ୍ୟାଭାରତୀଙ୍କ ଆବେଦନର ଶୁଣାଣି ଶେଷ….
ଆମ ବସ୍’ ଯାତ୍ରା ମାଗଣା…..