ରିପୋର୍ଟ କାର୍ଡ / କଟକ
ଅନୁଭବ- ବର୍ଷା ପାରିବାରିକ ବିବାଦ ମାମଲାର ହାଇକୋର୍ଟରୁ ପିଟିସନର ପ୍ରତ୍ୟାହାର କରିଛନ୍ତି ପତ୍ନୀ ବର୍ଷା ପ୍ରିୟଦର୍ଶିନୀ। ବିବାହ ବିଚ୍ଛେଦ ମାମଲାରେ ସାନି ସାକ୍ଷ୍ୟଗ୍ରହଣ ପାଇଁ ଆବେଦନ କରିଥିଲେ ବର୍ଷା। ଅନୁଭବଙ୍କ ଆଉ ଥରେ ସାକ୍ଷ୍ୟ ଗ୍ରହଣ ପାଇଁ ବର୍ଷା ଆବେଦନ କରିଥିଲେ । ତଳକୋର୍ଟ ରେ ଆବେଦନ ଅଗ୍ରାହ୍ୟ ହେବାରୁ ହାଇକୋର୍ଟର ଦ୍ୱାରସ୍ଥ ହୋଇଥିଲେ ବର୍ଷା |






More Stories
ବର୍ଷାକୁ ନେଇ ବଡ଼ ଅପଡେଟ୍:ଜାରି ହେଲା ଆଲର୍ଟ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ:ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ…..