ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜଧାନୀ ଭୁବନେଶ୍ୱରରେ ବିଭିନ୍ନ ବାର୍ ରେ ଚଢ଼ାଉ ହୋଇଛି | କମିଶନରେଟ୍ ପୋଲିସ ବିଳମ୍ବିତ ରାତିରେ ବାର୍ ରେ ଚଢାଉ କରିଛି | ଏନେଇ ଭୁବନେଶ୍ୱର ଡିସିପି ପ୍ରତୀକ ସିଂଙ୍କ ସୂଚନା ଦେଇଛନ୍ତି । ମିଳିଥିବା ସୂଚନା ଅନୁସାରେ- ଭୁବନେଶ୍ୱର ଇନଫୋସିଟି ଥାନା ଅଞ୍ଚଳରେ ରାତି ପ୍ରାୟ ୨ଟା ପର୍ଯ୍ୟନ୍ତ ବାର ଭିତରେ ଚାଲିଥିଲା ନାଚଗୀତ । ପ୍ରାୟ ୧୦୦ରୁ ଅଧିକ ଗ୍ରାହକ ବିଭିନ୍ନ ବାରରେ ରହିଥିଲେ । ମଧ୍ୟରାତ୍ର ପର୍ଯ୍ୟନ୍ତ ଚାଲି ଥିବା ବାର ଗୁଡିକ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ | ଏନେଇ ପୋଲିସ ପକ୍ଷରୁ ସୂଚନା ମିଳିଛି |






More Stories
CMOରୁ ଫାଇଲ୍ ଗାଏବ ମାମଲା; ତତ୍କାଳୀନ ମୁଖ୍ୟମନ୍ତ୍ରୀଙ୍କ କିରାଣି ଘରେ ଚଢ଼ଉ…..
ସୌମ୍ୟ ହତ୍ୟା ଘଟଣା ; ଚାର୍ଜସିଟ ଦାଖଲ କଲା କ୍ରାଇମବ୍ରାଞ୍ଚ…..
ଚକୋଲେଟ୍ ବାଣ୍ଟିଲେ ରାଷ୍ଟ୍ରପତି……