ରିପୋର୍ଟ କାର୍ଡ / ଭୁବନେଶ୍ୱର
ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ବସ୍ତ୍ରଚା ହୋଇଛି | ଆଜିବି ଆଜି ବି ରାଜ୍ୟରେ ବିସ୍ତୃତି ବର୍ଷା ହେବ | ସକ୍ରିୟ ମୌସୁମୀ ପ୍ରଭାବରେ ଆଜି ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକା ରୁ ମଧ୍ୟମ ଧରଣର ବର୍ଷାର ଆକଳନ କରାଯାଇଛି | ୧୩ ତାରିଖ ଯାଏଁ ଓଡିଶା ଉପକୂଳ ଅଶାନ୍ତ ରହି | ତେଣୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା କରାଯାଇଛି | ଆଜି ବି କିଛି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି | ଭବାନୀପାଟଣାଠାରୁ ପଶ୍ଚିମ -ଉତ୍ତର-ପଶ୍ଚିମ ଦିଗରେ ୧୯୦ କିମି ଦୂରରେ କେନ୍ଦ୍ରୀଭୂତ। ଏହା ଧୀରେ ଧୀରେ ପଶ୍ଚିମ ଦିଗରେ ଗତି କରିବା ସହ ଆଗାମୀ ୧୨ ଘଣ୍ଟା ମଧ୍ୟରେ ଦୁର୍ବଳ ହେବାର ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦେଇଛି। ସେପ୍ଟେମ୍ବର ୧୭-୧୮ ତାରିଖ ବେଳକୁ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ ବୋଲି ପୂର୍ବରୁ ଭାରତୀୟ ପାଣିପାଗ ବିଭାଗ ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି |






More Stories
ଗଡ଼ିବ ୨୫୦ ନୂଆ ୧୦୮ ଆମ୍ବୁଲାନ୍ସ…..
୧୨ରେ ପାଚିକା-ସହାୟିକାଙ୍କ ଧର୍ମଘଟ…..
ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍…..