ରିପୋର୍ଟ କାର୍ଡ / କଳାହାଣ୍ଡି
ଭିଜିଲାନ୍ସ ଜାଲରେ ବନ ଫରେଷ୍ଟର। କଳାହାଣ୍ଡି ଭବାନୀପାଟଣା ସଗଡା ବନବିଭାଗର ଫରେଷ୍ଟର ଯୋଗେନ୍ଦ୍ର ମାଝୀ ୨ ଲକ୍ଷ ନେଇ ନିଜ ଗାଁକୁ ଯାଉଥିଲେ । ଖବର ପାଇ ଭବାନୀପାଟଣା ଇରିଗେଶନ ଛକ ଠାରେ କଳାହାଣ୍ଡି ମାଲନକାନଗିରି ଓ କୋରାପୁଟ ଭିଜିଲାନ୍ସ ଟିମ ଚଢ଼ାଉ କରିଥିଲେ । ଫରେଷ୍ଟର ମାଝୀଙ୍କ ଠାରୁ ୨ଲକ୍ଷ ଜବତ କରି ଭବାନୀପାଟଣା ଭିଜିଲାନ୍ସ ଅଫିସକୁ ଆଣି ପଚରା ଉଚରା ଜାରି ରହିଛି l ପୂର୍ବରୁ ମଧ୍ୟ ତାଙ୍କ ନାଁ ରେ ବିଭିନ୍ନ ଅଭିଯୋଗ ଥିବା ସୂଚନା ମିଳିଛି l






More Stories
ବର୍ଷାକୁ ନେଇ ବଡ଼ ଅପଡେଟ୍:ଜାରି ହେଲା ଆଲର୍ଟ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ:ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ…..