ରିପୋର୍ଟ କାର୍ଡ / ଭୁବନେଶ୍ଵର
ରାଜ୍ୟ ସରକାର କର୍ମଚାରୀ ଏବଂ ପେନ୍ସନ୍ ଉପଭୋକ୍ତାଙ୍କୁ ଦଶହରା ଭେଟି ଦେଇଛନ୍ତି । କର୍ମଚାରୀଙ୍କର ମହଙ୍ଗା ଭତ୍ତା ବୃଦ୍ଧି କରିଛନ୍ତି ସରକାର | ଭତ୍ତା ୩୧ % ରୁ ୩୪ % କୁ ବୃଦ୍ଧି ହୋଇଛି | କର୍ମଚାରୀଙ୍କ ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ପିଛିଲା ଭାବେ ଜାନୁଆରୀ ପହିଲାରୁ ଲାଗୁ ହେବ। ଏହି ବର୍ଦ୍ଧିତ ଭତ୍ତାରେ ୪ ଲକ୍ଷ କର୍ମଚାରୀ , ୩.୫ ଲକ୍ଷ ପେନସନ୍ ଭୋଗୀ ଉପକୃତ ହେବେ ।






More Stories
ବର୍ଷାକୁ ନେଇ ବଡ଼ ଅପଡେଟ୍:ଜାରି ହେଲା ଆଲର୍ଟ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ:ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ…..