ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ନୋଏଡା ସେକ୍ଟର ୨୧ ଅଞ୍ଚଳରେ ଏକ ନିର୍ମାଣାଧୀନ କାନ୍ଥ ଭୁଶୁଡ଼ିଛି | ଫଳରେ ୫ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ବଳେ ଅନେକ ଲୋକ ଆହତ ହୋଇଛନ୍ତି । ଦୁର୍ଘଟଣାରେ ଆହତମାନଙ୍କୁ ନିକଟସ୍ଥ ହସ୍ପିଟାଲ୍ରେ ଭର୍ତ୍ତି କରାଯାଇଛି। ଘଟଣାସ୍ଥଳରେ ପୋଲିସ ଓ ଉଦ୍ଧାରକାରୀ ଦଳ ପହଂଚହିଁ ଲୋକଙ୍କୁ ଉଦ୍ଧାର କରୁଛନ୍ତି । ଏ ଘଟଣାକୁ ନେଇ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ତାଙ୍କର ସମବେଦନା ପ୍ରକାଶ କରିଛନ୍ତି। ସେ ବରିଷ୍ଠ ଅଧିକାରୀମାନଙ୍କୁ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।






More Stories
ଶରିଫ ଉସମାନଙ୍କ ହତ୍ୟା ପଛରେ ୟୁନୁସଙ୍କ ହାତ ଅଭିଯୋଗ……
ବଳାତ୍କାରୀଙ୍କୁ ଜାମିନ,ପୀଡ଼ିତାଙ୍କ ସହ ଅପରାଧୀ ଭଳି ବ୍ୟବହାର…..
ସାନ୍ତାଳୀ ଭାଷାରେ ସମ୍ବିଧାନ ପ୍ରକାଶ…..