ରିପୋର୍ଟ କାର୍ଡ / ସୁନ୍ଦରଗଡ଼
ଅତିରିକ୍ତ ତହସିଲଦାରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି । ସୁନ୍ଦରଗଡ଼ ଟାଙ୍ଗରପାଲି ଅତିରିକ୍ତ ତହସିଲଦାର କୁଳମଣି ପଟେଲଙ୍କ ଘରେ ଭିଜିଲାନ୍ସ ରେଡ୍ ହୋଇଥିବା ସୂଚନା ମିଳିଛି । ତେବେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିବା ଅଭିଯୋଗରେ ଏହି ଚଢ଼ାଉ ହୋଇଥିବା ଜଣାପଡିଛି । ଡୁମାବାହାଲ, ଲେଫ୍ରିପଡ଼ା ଓ ସୁନ୍ଦରଗଡ଼ର ୮ଟି ସ୍ଥାନରେ ଚଢ଼ାଉ ହୋଇଛି । କୁଳମଣି ପଟେଲଙ୍କ ପୈତୃକ ଘରେ ରେଡ୍ ହୋଇଛି । ଡୁମାବାହାଲ ସ୍ଥିତ ୪ଟି ଘର ସମେତ ୮ଟି ସ୍ଥାନରେ ଏକକାଳୀନ ରେଡ୍ ହୋଇଛି ।






More Stories
୧୦ରେ ରାଜ୍ୟ କ୍ୟାବିନେଟ୍…..
ସସ୍ମିତଙ୍କ ଇସ୍ତଫା ଗୃହୀତ…..
କୁଆପଥର ବର୍ଷା ସହ ଝଡ଼ପବନ…..