ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଆଣ୍ଡାମାନ ଓ ନିକୋବର ଦ୍ୱୀପପୁଞ୍ଜରେ ଭୂକମ୍ପ ହୋଇଛି। ବିଳମ୍ବିତ ରାତିରେ ଭୂମିକମ୍ପ ଝଟକା ଅନୁଭବ ହୋଇଥିବା ଜଣାପଡିଛି | ଏନସିଏସ ସୂଚନା ଅନୁଯାୟୀ, ଭୂକମ୍ପର ଝଟକା ବିଳମ୍ବିତ ରାତି ପ୍ରାୟ ୨ଟା ୩୦ରେ ଅନୁଭବ ହୋଇଛି। ରିକ୍ଟର ସ୍କେଲରେ ଏହାର ତିବ୍ରତା ୬.୧ ରେକର୍ଡ କରାଯାଇଛି। ଏଥିରେ କୌଣସି ଧନଜୀବନ ହାନୀ ହୋଇଥିବା ନେଇ ଖବର ଏଯାଏଁ ମିଳିନାହିଁ।






More Stories
NEET-UG ପ୍ୟାଟର୍ଣ୍ଣରେ ହେବ ବଡ଼ ପରିବର୍ତ୍ତନ…..
ପୁଣି ଆନ୍ଦୋଳନକୁ ଓହ୍ଲାଇବ CJP…..
ସୁପ୍ରିମକୋର୍ଟ ବିଚାରପତି ସଂଖ୍ୟା ବୃଦ୍ଧି ବିଲ୍ ଗୃହୀତ…..