ରିପୋର୍ଟ କାର୍ଡ / ଭୁବନେଶ୍ୱର
ଭୁବନେଶ୍ୱର କ୍ଲବର ସଭାପତି ଭାବେ ନିର୍ବାଚିତ ହେଲେ ପୂର୍ବତନ ଆଇଏଏସ ଅଧିକାରୀ ଅସିତ ତ୍ରିପାଠୀ | ନିର୍ବାଚନରେ ପୂର୍ବତନ ଆଇଏଏସ ଅଧିକାରୀ ଅସିତ ତ୍ରିପାଠୀ ଓ ସତ୍ୟ ପ୍ରକାଶ ନନ୍ଦଙ୍କ ମଧ୍ୟରେ ପ୍ରତିଦ୍ୱନ୍ଦ୍ୱିତା ହୋଇଥିଲା । ଅସିତ ନିର୍ବାଚନରେ ବିଜୟ ହୋଇଛନ୍ତି | ପୂର୍ବରୁ ଅସିତ ଭୁବନେଶ୍ୱର କ୍ଲବର ସଭାପତି ଥିବା ବେଳେ ଏବେ ସେ ପୁନର୍ବାର ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି । ସେହିପରି ଉପସଭାପତି ଭାବେ ମହେନ୍ଦ୍ର ଗୁପ୍ତା ବିଜୟ ଲାଭ କରିଛନ୍ତି । ଦିଲ୍ଲୀପ ରାଉତରାୟ ସମ୍ପାଦକ, ଅଶୋକ ମିଶ୍ର ଯୁଗ୍ମ ସମ୍ପାଦକ ଭାବେ ଜିତିଛନ୍ତି ।





More Stories
ବର୍ଷାକୁ ନେଇ ବଡ଼ ଅପଡେଟ୍:ଜାରି ହେଲା ଆଲର୍ଟ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ:ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ…..