ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟ ଏମଏସଏମଇ ବିଭାଗର ପ୍ରମୁଖ ସଚିବ ତଥା ୧୯୯୪ ବ୍ୟାଚ୍ ଆଇଏଏସ୍ ରଞ୍ଜନା ଚୋପ୍ରାଙ୍କୁ କେନ୍ଦ୍ର ସରକାରରେ ନୂଆ ନିଯୁକ୍ତି ମିଳିଛି । ଆଇଏଏସ୍ ରଞ୍ଜନା ଚୋପ୍ରାଙ୍କୁ କେନ୍ଦ୍ର ସଂସ୍କୃତି ମନ୍ତ୍ରଣାଳୟରେ ଅତିରିକ୍ତ ସଚିବ ତଥା ଆର୍ଥିକ ପରାମର୍ଶଦାତା ଭାବେ ନିଯୁକ୍ତି ମିଳିଛି । ସେ ଏବେ ରାଜ୍ୟ ଏମଏସଏମଇ ବିଭାଗର ପ୍ରମୁଖ ସଚିବ ତଥା ଗୋପବନ୍ଧୁ ପ୍ରଶାସନିକ ଏକାଡେମୀର ଡିଜି ଭାବେ କାର୍ଯ୍ୟ କରୁଛନ୍ତି ।






More Stories
CMOରୁ ଫାଇଲ୍ ଗାଏବ ମାମଲା; ତତ୍କାଳୀନ ମୁଖ୍ୟମନ୍ତ୍ରୀଙ୍କ କିରାଣି ଘରେ ଚଢ଼ଉ…..
ସୌମ୍ୟ ହତ୍ୟା ଘଟଣା ; ଚାର୍ଜସିଟ ଦାଖଲ କଲା କ୍ରାଇମବ୍ରାଞ୍ଚ…..
ଚକୋଲେଟ୍ ବାଣ୍ଟିଲେ ରାଷ୍ଟ୍ରପତି……