ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଲେଫ୍ଟନାଣ୍ଟ ଜେନେରାଲ ଅନୀଲ ଚୌହ୍ୱାନ ହେବେ ନୂଆ ସିଡିଏସ । ଆଜି ଅନୀଲ ଚୌହ୍ୱାନ ନୂଆ ସିଡିଏସ ଭାବେ କେନ୍ଦ୍ର ସରକାର ନିଯୁକ୍ତି ଦେଇଛନ୍ତି । ସିଡିଏସ ସହ ମିଲିଟାରୀ ଆଫେୟାର୍ସ ସଚିବ ଭାବେ ମଧ୍ୟ କାର୍ଯ୍ୟ କରିବେ । ଜେନେରାଲ ବିପିନ ରାୱତଙ୍କ ଦେହାନ୍ତ ପରେ ସିଡିଏସ ପଦବୀ ଖାଲି ପଡିଥିଲା । ୧୯୬୧ରେ ଜନ୍ମିତ ଅନୀଲ ଚୌହ୍ୱାନ ଗତବର୍ଷ ଅବସର ନେଇଥିଲେ । ସେ ଆର୍ମି ଇଷ୍ଟର୍ଣ୍ଣ କମାଣ୍ଡିଂ ଇନ୍ ଚିଫ୍ ଥିଲେ | ୯ ମାସ ପରେ ନୂଆ ସିଡିଏସ ଭାବେ ନିଯୁକ୍ତି ହୋଇଛନ୍ତି ଅନୀଲ ଚୌହ୍ୱାନ ।






More Stories
ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା…..
ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍…..
ରେପୋ ହାର ହ୍ରାସ…..