ରିପୋର୍ଟ କାର୍ଡ / ଭୁବନେଶ୍ୱର
ORHDC ଦୁର୍ନୀତି ମାମଲାରେ ୪ ଜଣଙ୍କୁ ୩ ବର୍ଷ ଲେଖାଏଁ ଜେଲ ଦଣ୍ଡାଦେଶ ସହ ୫୦ ହଜାର ଟଙ୍କାର ଜରିମାନା ହୋଇଛି | ମେଟ୍ରୋ ବିଲଡର୍ସ ଏମଡି ମହମ୍ମଦ ମୋକିମ ଏବଂ ପୂର୍ବତନ IAS ବିନୋଦ କୁମାର ଙ୍କୁ ୩ ବର୍ଷ ଜେଲଦଣ୍ଡ ଶୁଣାଇଛନ୍ତି ଭିଜିଲାନ୍ସ କୋର୍ଟ | କମ୍ପାନୀ ସେକ୍ରେଟେରୀ ସ୍ବସ୍ତିରଂଜନ ମହାନ୍ତିଙ୍କୁ ମଧ୍ୟ ୩ ବର୍ଷ ଜେଲଦଣ୍ଡାଦେଶ ହୋଇଛି | ମେଟ୍ରୋ ବିଲଡର୍ସର ନିର୍ଦ୍ଦେଶକ ପୀୟୂଷ ମହାନ୍ତି ଙ୍କୁ ୩ ବର୍ଷ ଜେଲଦଣ୍ଡ ହୋଇଥିବା ସୂଚନା ମିଳିଛି | ଅନୁସୂଚିତ ଅନୁଗ୍ରହ ଦେଖାଇ ଋଣ ଦେବା ମାମଲାରେ ଦଣ୍ଡାଦେଶ ହୋଇଛି | ବିନୋଦ କୁମାର ORHDC ର ଏମଡି ଥିବା ବେଳେ ମେଟ୍ରୋ ବିଲଡର୍ସ କୁ ୧୫୦ ଲକ୍ଷ ଟଙ୍କାର ଋଣ ଦେଇଥିବା ଜଣାପଡିଛି |






More Stories
ବର୍ଷାକୁ ନେଇ ବଡ଼ ଅପଡେଟ୍:ଜାରି ହେଲା ଆଲର୍ଟ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ:ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ…..