ରିପୋର୍ଟ କାର୍ଡ / ଗଞ୍ଜାମ
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି । ଭଞ୍ଜନଗର ଜଳସେଚନ ବିଭାଗ ବାଘୁଆ ପ୍ରକଳ୍ପ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ହେଉଛନ୍ତି ବିଷ୍ଣୁ ଚରଣ ସାହୁ । ଆଜି ଭିଜିଲାନ୍ସ ଗଞ୍ଜାମର ୭ଟି ସ୍ଥାନରେ ଏକକାଳୀନ ଚଢାଉ ଜାରି ରହିଛି । ବ୍ରହ୍ମପୁର ଭିଜିଲାନ୍ସ ସ୍ୱତନ୍ତ୍ର ଜଜଙ୍କ ଅନୁମତି କ୍ରମେ ଚଢାଉ ହୋଇଛି । ଚଢାଉରେ ଜଣେ ଅତିରିକ୍ତ ଏସ୍ପି, ୪ ଜଣ ଡିଏସ୍ପି, ୯ ଜଣ ଇନସ୍ପେକ୍ଟର ଏବଂ ଅନ୍ୟ କର୍ମଚାରୀ ସାମିଲ ଅଛନ୍ତି । ତେବେ ଚଢାଉ ପରେ ଜଣାପଡିବ ଜବତ ସମ୍ପତ୍ତିର ଆକଳନ ।






More Stories
CMOରୁ ଫାଇଲ୍ ଗାଏବ ମାମଲା; ତତ୍କାଳୀନ ମୁଖ୍ୟମନ୍ତ୍ରୀଙ୍କ କିରାଣି ଘରେ ଚଢ଼ଉ…..
ସୌମ୍ୟ ହତ୍ୟା ଘଟଣା ; ଚାର୍ଜସିଟ ଦାଖଲ କଲା କ୍ରାଇମବ୍ରାଞ୍ଚ…..
ଚକୋଲେଟ୍ ବାଣ୍ଟିଲେ ରାଷ୍ଟ୍ରପତି……