ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆନ୍ଧ୍ର ଉପକୂଳ ଓ ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ। ପ୍ରଭାବରେ ଉପକୂଳ ଓ ଦକ୍ଷିଣ ଓଡିଶାରେ କିଛି ଜିଲ୍ଲା ଲଗାଣ ବର୍ଷାର ସମ୍ଭାବନା ରହିଛି। ଗତ ୨୪ ଘଣ୍ଟାରେ କୋରାପୁଟ ଓ ଗଞ୍ଜାମ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ରେକର୍ଡ କରାଯାଇଛି। ଅଧିକାଂଶ ସ୍ଥାନରେ ହାଲକାରୁ ମଧ୍ୟମ ଧରଣର ବର୍ଷା ରେକର୍ଡ ହୋଇଛି। ଆଜି ମଧ୍ୟ ଦକ୍ଷିଣ ଓଡିଶାରେ ସର୍ବାଧିକ ବର୍ଷା ସମ୍ଭାବନା ରହିଛି। ୯ ତାରିଖ ଯାଏଁ ବର୍ଷା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।






More Stories
CMOରୁ ଫାଇଲ୍ ଗାଏବ ମାମଲା; ତତ୍କାଳୀନ ମୁଖ୍ୟମନ୍ତ୍ରୀଙ୍କ କିରାଣି ଘରେ ଚଢ଼ଉ…..
ସୌମ୍ୟ ହତ୍ୟା ଘଟଣା ; ଚାର୍ଜସିଟ ଦାଖଲ କଲା କ୍ରାଇମବ୍ରାଞ୍ଚ…..
ଚକୋଲେଟ୍ ବାଣ୍ଟିଲେ ରାଷ୍ଟ୍ରପତି……